• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମିଜମା କ୍ରୟ କରିବାର ଯୋଗ ରହିଛି

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର। ଚନ୍ଦ୍ର- ବୃଷ ରାତ୍ରି ୧୦.୧୬ ଗତେ ମିଥୁନ। ତିଥି- ୧୧ଶୀ ଦିବା ୦୩.୫୫ ଗତେ ୧୨ଶୀ। ଘାତଚନ୍ଦ୍ର- ବିଛା ରାଶିର ରାତ୍ରି ୧୦.୧୬ ଗତେ କନ୍ୟା ରାଶିର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ଦିବା ୦୩.୫୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Pisces

ମୀନ

Wednesday 31 Jul 2024

ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :