• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମିଜମା କ୍ରୟ କରିବାର ଯୋଗ ରହିଛି

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର। ଚନ୍ଦ୍ର- ବୃଷ ରାତ୍ରି ୧୦.୧୬ ଗତେ ମିଥୁନ। ତିଥି- ୧୧ଶୀ ଦିବା ୦୩.୫୫ ଗତେ ୧୨ଶୀ। ଘାତଚନ୍ଦ୍ର- ବିଛା ରାଶିର ରାତ୍ରି ୧୦.୧୬ ଗତେ କନ୍ୟା ରାଶିର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ଦିବା ୦୩.୫୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Gemini

ମିଥୁନ

Wednesday 31 Jul 2024

କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :