• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମିଜମା କ୍ରୟ କରିବାର ଯୋଗ ରହିଛି

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର। ଚନ୍ଦ୍ର- ବୃଷ ରାତ୍ରି ୧୦.୧୬ ଗତେ ମିଥୁନ। ତିଥି- ୧୧ଶୀ ଦିବା ୦୩.୫୫ ଗତେ ୧୨ଶୀ। ଘାତଚନ୍ଦ୍ର- ବିଛା ରାଶିର ରାତ୍ରି ୧୦.୧୬ ଗତେ କନ୍ୟା ରାଶିର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ଦିବା ୦୩.୫୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।

Capricorn

ମକର

Wednesday 31 Jul 2024

କୈାଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହୋଇ ପାରନ୍ତି । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :