• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Friday 31 Mar 2023

ଅଶ୍ୱନୀ- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ଦ୍ୱିଜା- ଚାକିରିରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ଅଫିସ୍ କାମରେ ବ୍ୟସ୍ତ ରହିବେ ।

କୃତିକା-ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ହେବା ସହ ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭୋଗ କରିବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :