• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Friday 31 Mar 2023

କୃତିକା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।

ରୋହିଣୀ- ରାଜନେତାଙ୍କ ସାହା ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।

ମୃଗଶିରା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ମହିଳା ମାନଙ୍କର ମିଷ୍ଠାର୍ଣ୍ଣ ଭୋଜନର ଯୋଗ ରହିଛି ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :