• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Friday 31 Mar 2023

ଧନିଷ୍ଠା- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।

ଶତଭିଷା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ

ପୂ, ଭାଦ୍ରପଦ- ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :