• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Friday 31 Mar 2023

ପୂ, ଭାଦ୍ରପଦ- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ଚାକିରି କ୍ଷେତ୍ରରେ ଆପଣଙ୍କ ଭଲ କାମ ଦେଖି ସହକର୍ମୀ ମାନେ ଇର୍ଷାପରାୟଣ ହେବେ

ଉ, ଭାଦ୍ରପଦ- ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ମାନେ ବିଷର୍ଣ୍ଣ ରହିବେ ଓ ମନ ଦୁର୍ବଳ ରହିବ । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।

ରେବତୀ-ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ । ମହିଳା ମାନେ ଧର୍ମପରାୟଣ ହେବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :