• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Friday 31 Mar 2023

ପୁନର୍ବସୁ- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।

ପୁଷ୍ୟା- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ଅଶ୍ଳେଷା- ମହିଳା ମାନେ ଚାକିରିର ସୁଯୋଗ ପାଇବେ । ମାଲିମକନ୍ଦମାର ଶୁଣାଣୀ ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରି ଭଲ ହେବ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :