• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Friday 31 Mar 2023

ମଘା- ପିତାମାତାଙ୍କ ଓ ସହଯୋଗ ପାଇବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ

ପୂ- ଫାଲ୍‌ଗୁନୀ- ଖେଳକୁଦରେ ମନ ଦେବେ । କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ ।

ଉ- ଫାଲ୍‌ଗୁନୀ- ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :