• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Friday 31 Mar 2023

ଉ- ଫାଲ୍‌ଗୁନୀ- ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ ।

ହସ୍ତା- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ

ଚିତ୍ରା- ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :