• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Friday 31 Mar 2023

ଚିତ୍ରା- ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଅନ୍ୟଥା ସାଙ୍ଗରେ ନେବା ଜିନିଷକୁ ଭୁଲି ଯାଇପାରନ୍ତି । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।

ସ୍ୱାତୀ- କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।

ବିଶାଖା- ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :