• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Friday 31 Mar 2023

ମୂଳା- ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ। ଆଜିର କାମ ସବୁ ଠିକ୍ ଠିକ୍ ହୋଇଯିବ।

ପୂ, ଷାଢା- ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ।

ଉ, ଷାଢା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :