• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Capricorn

ମକର

Friday 31 Mar 2023

ଉ, ଷାଢା- ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ।

ଶ୍ରବଣା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ ।

ଧନିଷ୍ଠା- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :