• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୦.୫୫ ଗତେ ଧନୁ,ତିଥି- ୬ଷ୍ଠୀ ରାତ୍ରି ୦୯.୩୧ ଗତେ ୭ମୀ,ଘାତଚନ୍ଦ୍ର- ରାତ୍ରି ୧୦.୫୫ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Aries

ମେଷ

Sunday 31 Mar 2024

ଅଶ୍ୱନୀ- ମନରେ ସାମାନ୍ୟ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ ।

ଦ୍ୱିଜା- ବେପାରରେ ବକେୟା ଅର୍ଥ ପାଇବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

କୃତିକା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :