• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୦.୫୫ ଗତେ ଧନୁ,ତିଥି- ୬ଷ୍ଠୀ ରାତ୍ରି ୦୯.୩୧ ଗତେ ୭ମୀ,ଘାତଚନ୍ଦ୍ର- ରାତ୍ରି ୧୦.୫୫ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Taurus

ବୃଷ

Sunday 31 Mar 2024

କୃତିକା- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ

ରୋହିଣୀ- ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ

ମୃଗଶିରା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :