• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୦.୫୫ ଗତେ ଧନୁ,ତିଥି- ୬ଷ୍ଠୀ ରାତ୍ରି ୦୯.୩୧ ଗତେ ୭ମୀ,ଘାତଚନ୍ଦ୍ର- ରାତ୍ରି ୧୦.୫୫ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Cancer

କର୍କଟ

Sunday 31 Mar 2024

ପୁନର୍ବସୁ- ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର‌୍ୟ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ

ପୁଷ୍ୟା- ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି

ଅଶ୍ଳେଷା- ପିତାମାତାଙ୍କ ଓ ସହଯୋଗ ପାଇବେ । କୋର୍ଟର ଶୁଣାଳୀରେ ମନ ଆନନ୍ଦିତ ରହିବ । ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର‌୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :