• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୦.୫୫ ଗତେ ଧନୁ,ତିଥି- ୬ଷ୍ଠୀ ରାତ୍ରି ୦୯.୩୧ ଗତେ ୭ମୀ,ଘାତଚନ୍ଦ୍ର- ରାତ୍ରି ୧୦.୫୫ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Virgo

କନ୍ୟା

Sunday 31 Mar 2024

ଉ- ଫାଲ୍‌ଗୁନୀ- ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ

ହସ୍ତା- କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ରାଜନିତିରେ ମନର ବଳ ଖୁବ୍ ଟାଣ ରହିବ । ବ୍ୟବସାୟୀ ମାନେ ଉନ୍ନତି ଦିଗରେ ଗତି କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ

ଚିତ୍ରା- ଆପଣଙ୍କର ବହୁତ କାମ ଅଧୁରା ରହିପାରେ । ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :