• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୦.୫୫ ଗତେ ଧନୁ,ତିଥି- ୬ଷ୍ଠୀ ରାତ୍ରି ୦୯.୩୧ ଗତେ ୭ମୀ,ଘାତଚନ୍ଦ୍ର- ରାତ୍ରି ୧୦.୫୫ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Libra

ତୁଳା

Sunday 31 Mar 2024

ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ

ସ୍ୱାତୀ- ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।

ବିଶାଖା- ରାଜନିତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :