ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୨୯ ଗତେ ତୁଳା, ତିଥି – ୧୧ଶୀ ଦିବା ୦୧.୪୬ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୨୯ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୧.୪୬ ଗତେ ୧ ପାଦ- ପଶୁସମ୍ପଦନାଶ- ଅନ୍ନଦାନ
ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ
ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।
ପୂ , ଭାଦ୍ରପଦ – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮