• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st May 2024: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୦୯ ଗତେ ମୀନ,ତିଥି- ୮ମୀ ଦିବା ୦୯.୩୮ ଗତେ ୯ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୧୧.୦୯ ଗତେ ଧନୁ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ପ୍ରାତଃ ୦୬.୧୩ ଗତେ ୧ ପଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ପର୍ଯ୍ୟନ୍ତ ।

Pisces

ମୀନ

Friday 31 May 2024

ପୂ,ଭାଦ୍ରପଦ- ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।ଅନେକ ସମୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।

ଉ,ଭାଦ୍ରପଦ- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ରେବତୀ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :