• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st May 2024: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୦୯ ଗତେ ମୀନ,ତିଥି- ୮ମୀ ଦିବା ୦୯.୩୮ ଗତେ ୯ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୧୧.୦୯ ଗତେ ଧନୁ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ପ୍ରାତଃ ୦୬.୧୩ ଗତେ ୧ ପଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ପର୍ଯ୍ୟନ୍ତ ।

Gemini

ମିଥୁନ

Friday 31 May 2024

ମୃଗଶିରା- ନବବିବାହିତା ଦମ୍ପତି ମାନଙ୍କ ଜୀବନ ସୁଖପ୍ରଦ ରହିବ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର‌୍ୟ୍ୟରେ ଲାଭ ହେବ

ଆଦ୍ରା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ପୁନର୍ବସୁ- ରାଜନିତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :