• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st May 2024: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୦୯ ଗତେ ମୀନ,ତିଥି- ୮ମୀ ଦିବା ୦୯.୩୮ ଗତେ ୯ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୧୧.୦୯ ଗତେ ଧନୁ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ପ୍ରାତଃ ୦୬.୧୩ ଗତେ ୧ ପଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ପର୍ଯ୍ୟନ୍ତ ।

Cancer

କର୍କଟ

Friday 31 May 2024

ପୁନର୍ବସୁ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ପୁଷ୍ୟା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ମାନସିକ ସ୍ତରରେ ଉନ୍ନତି ଆସିବ । କାର‌୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ପିଲାଙ୍କ ଉନ୍ନତ କାର୍ଯ୍ୟ କଳାପ ପାଇଁ ଗୌରବାନ୍ୱିତ ହୋଇପାରନ୍ତି ।

ଅଶ୍ଲେଷା- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :