• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st May 2024: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୦୯ ଗତେ ମୀନ,ତିଥି- ୮ମୀ ଦିବା ୦୯.୩୮ ଗତେ ୯ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୧୧.୦୯ ଗତେ ଧନୁ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ପ୍ରାତଃ ୦୬.୧୩ ଗତେ ୧ ପଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ପର୍ଯ୍ୟନ୍ତ ।

Leo

ସିଂହ

Friday 31 May 2024

ମଘା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ପୂ,ଫାଲଗୁନି- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଉ,ଫାଲଗୁନି- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :