• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st May 2024: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୦୯ ଗତେ ମୀନ,ତିଥି- ୮ମୀ ଦିବା ୦୯.୩୮ ଗତେ ୯ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୧୧.୦୯ ଗତେ ଧନୁ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ପ୍ରାତଃ ୦୬.୧୩ ଗତେ ୧ ପଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ପର୍ଯ୍ୟନ୍ତ ।

Virgo

କନ୍ୟା

Friday 31 May 2024

ଉ,ଫଳଗୁନି- ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।

ହସ୍ତା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତିରେ ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ଚିତ୍ରା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :