• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st May 2024: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୦୯ ଗତେ ମୀନ,ତିଥି- ୮ମୀ ଦିବା ୦୯.୩୮ ଗତେ ୯ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୧୧.୦୯ ଗତେ ଧନୁ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ପ୍ରାତଃ ୦୬.୧୩ ଗତେ ୧ ପଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ପର୍ଯ୍ୟନ୍ତ ।

Libra

ତୁଳା

Friday 31 May 2024

ଚିତ୍ରା- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ ।

ସ୍ୱାତୀ- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । କର୍ମ କ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି ।

ବିଶାଖା- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :