• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st May 2024: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୦୯ ଗତେ ମୀନ,ତିଥି- ୮ମୀ ଦିବା ୦୯.୩୮ ଗତେ ୯ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୧୧.୦୯ ଗତେ ଧନୁ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ପ୍ରାତଃ ୦୬.୧୩ ଗତେ ୧ ପଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ପର୍ଯ୍ୟନ୍ତ ।

Capricorn

ମକର

Friday 31 May 2024

ଉ,ଷାଢା- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।

ଶ୍ରବଣା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢ କରିବେ । ଟଙ୍କା ପଇସା, ନେବା ଆନିବା କ୍ଷେତ୍ରରେ ସତର୍କ ନ ରହିଲେ ଅନୁତାପ କରିବାକୁ ପଡିପାରେ ।

ଧନିଷ୍ଠା- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :