ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।
କୃତିକା- ପରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ଖାଦ୍ୟପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ରୋହିଣୀ- କର୍ମ କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି । ରାଜନୀତିରେ କୌଣସି ପଦକ୍ଷେପ ଗ୍ରହଣ କରିପାରନ୍ତି । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିପାରନ୍ତି । ମୃଗଶିରା- ଛାତ୍ରଛାତ୍ରୀଙ୍କ ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କ ପାରିବାରିକ ଜୀବନ ଆନନ୍ଦରେ କଟିବ । ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି ।
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।