ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।
ପୂ,ଭାଦ୍ରପଦ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମ୍ନା କରିବାକୁ ପଡିପାରେ । ଉ,ଭାଦ୍ରପଦ- ଆର୍ଥିକ ସହାୟତା ପାଇ ଅଫିସରେ କାମ କରିନେବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ରେବତୀ- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହା କରିବେ।
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।