• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।

Gemini

ମିଥୁନ

Monday 31 Mar 2025

ମୃଗଶିରା- ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହେବେ । ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ । କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମଗୁଡିକ ସହଜରେ ପୂରଣ ହେବ । ଆଦ୍ରା- ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ । ପୁନର୍ବସୁ- କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳାମାନେ କାର୍ଯ୍ୟରେ ବ୍ୟସ୍ତ ରହିବେ ।  ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।  କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।