• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।

Cancer

କର୍କଟ

Monday 31 Mar 2025

ପୁନର୍ବସୁ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ପୁଷ୍ୟା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖୀନ ଦ୍ରବ୍ୟ ସଂଗ୍ରହ କରିବେ । ଅଶ୍ଲେଷା- ସମ୍ପତି ବଢାଇବାରେ ଯୋଜନା ସଫଳ ହେବ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳାମାନେ ଅଧିକ କାର୍ଯ୍ୟ କରି ପ୍ରଶଂସିତ ହେବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।  କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।