ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।
ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଂ କରିପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ । ପୂ,ଫାଲଗୁନି- ଛାତ୍ରଛାତ୍ରୀ ପଢାରେ ଭଲ ସଫଳତା ଆଣିବେ । ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ଉ,ଫାଲଗୁନି- ମହିଳାମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର୍ଯ୍ୟ କରିଥିବା ଲକ୍ଷ୍ୟ ପୂରଣ କରିବେ । ଜମିଜମାଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।