ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।
ଉ,ଫଳଗୁନି- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ହସ୍ତା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । ଚିତ୍ରା- ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।
ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।