ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।
ଚିତ୍ରା- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସାଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି । ସ୍ୱାତୀ- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । ବିଦ୍ୟାର୍ଥୀମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ । ବିଶାଖା- ସାମାଜିକ ଆଦୃତ୍ତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।