ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।
ବିଶାଖା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ଅନୁରାଧା- ଛାତ୍ରଛାତ୍ରୀ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳାମାନେ ମାନସିକ ଶାନ୍ତି ପାଇବେ । ଧର୍ମ ମନୋଭାବ ଦ୍ୱାରା ପରିଜନମାନଙ୍କଠାରେ ପ୍ରିୟଭାଜନ ହେବେ । ଜ୍ୟେଷ୍ଠା- ପୈତୃକ ସମ୍ପତ୍ତିର ସମାଧାନ ହୋଇଯିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।