• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।

Sagittarius

ଧନୁ

Monday 31 Mar 2025

ମୂଳା-ପାରିବାରିକ ଜୀବନ ସୁଖରେ କଟିବା ସହିତ ବିଳାସବ୍ୟସନ ପ୍ରତି ରୁଚି ବଳିବ ।  ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି । ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତ୍ତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଉ,ଷାଢା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳାମାନେ ଅନ୍ୟକୁ ସାହା କରିବେ ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ 
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।  କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।