ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।
ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଶ୍ରବଣା- ଜୀବନସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଧନିଷ୍ଠା- ରାଜନେତାଙ୍କ ସାମାଜିକ ସ୍ତର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।