ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।
ଅଶ୍ୱନୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।
ଦ୍ୱିଜା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । କୃତିକା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ ।
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।