• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର, ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ପ୍ରାତଃ ୦୬.୨୪ ପର୍ଯ୍ୟନ୍ତ

Aries

ମେଷ

Monday 03 Apr 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିବ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ ା

ଦ୍ୱିଜା- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ବ୍ୟବସାୟକୁ ଉଚ୍ଚତାକୁ ନେବାକୁ ଚେଷ୍ଟା କରିବେ । ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ

କୃତିକା- ସମ୍ପତ୍ତି କ୍ରୟ କରିବାର ଦୃଢ଼ ସମ୍ଭାବନା ରହିବ । ଭଲ ଚାକିରି ପାଇପାରିବେ ଯାହା ଆପଣଙ୍କୁ ଖ୍ୟାତି ଏବଂ ସମ୍ମାନ ମଧ୍ୟ ଦେବ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି

ପ୍ରତିକାର – କେସରର ତିଲକ କପାଳରେ ଲଗାନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :