ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର, ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ପ୍ରାତଃ ୦୬.୨୪ ପର୍ଯ୍ୟନ୍ତ
ଉ- ଫାଲ୍ଗୁନୀ- ଭଲ ନିତ୍ୟକର୍ମ ଏବଂ ସୁସ୍ଥ ଖାଦ୍ୟ ଖାଇବା ଅଭ୍ୟାସ ବଜାୟ ରଖିବାକୁ ପଡିବ । ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପତୀ ପତ୍ନୀ ପରସ୍ପରର ନିକଟତର ହେବେ
ହସ୍ତା- କାର୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ଚିତ୍ରା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ
ପ୍ରତିକାର – ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫