ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର, ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ପ୍ରାତଃ ୦୬.୨୪ ପର୍ଯ୍ୟନ୍ତ
ମୂଳା- ଶାରୀରିକ କ୍ଲାନ୍ତି ଦୂର ହେବ । ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ୟ୍ୟ ସମାପ୍ତ ହେବ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ ।
ପୂ, ଷାଢା- ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବ ଉଚିତ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ
ଉ, ଷାଢା- ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ
ପ୍ରତିକାର – ଗୋ ମତାଙ୍କୁ ସବୁଜ ଖାଦ୍ୟ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩