• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର, ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ପ୍ରାତଃ ୦୬.୨୪ ପର୍ଯ୍ୟନ୍ତ

Capricorn

ମକର

Monday 03 Apr 2023

ଉ, ଷାଢା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ପାରିବାରିକ ସମସ୍ୟା ବୁଝାବଣା ମଧ୍ୟରେ ସମାଧାନ ହୋଇଯିବ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ

ଶ୍ରବଣା- ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ

ଧନିଷ୍ଠା- ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ରାଜନୀତିରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୂଖ୍ୟ ନେତାଙ୍କର ପ୍ରିୟ ପାତ୍ର ହୋଇପାରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ

ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :