• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।

Aries

ମେଷ

Wednesday 03 Apr 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ ଏବଂ ଆତ୍ମୀୟ ସ୍ୱଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ। ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ ।

ଦ୍ୱିଜା- ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଲାଭ କରିବେ। ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ବିବାଦୀୟ ଘଟଣା, ଜମିଜମା କଳହ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ ।

କୃତିକା- ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାର୍ଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହେବେ ।

ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :