• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 03 Apr 2024

କୃତିକା- ସା୍ୱସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।  

ରୋହିଣୀ- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।  ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି  ।

ମୃଗଶିରା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।  ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।    

ପ୍ରତିକାର – ମା’ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :