• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Wednesday 03 Apr 2024

ଧନିଷ୍ଠା- ପରିବାର ମଧ୍ୟରେ ଛୋଟକଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତବା ହରାଇପାରନ୍ତି । ଦୀର୍ଘଦିନର ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି । 

ଶତଭିଷା- ବନ୍ଧୁ ମିଳନରୁ ଆନନ୍ଦିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳକାରଖାନା ଦିଗରୁ ଉପକୃତ ହେବେ। ସହକର୍ମୀଙ୍କ ସହ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । 

ପୂ,  ଭାଦ୍ରପଦ- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । 

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :