• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।

Virgo

କନ୍ୟା

Wednesday 03 Apr 2024

ଉ- ଫାଲ୍‌ଗୁନୀ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ । 

ହସ୍ତା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।

ଚିତ୍ରା- ଚୋରି ହେବା ସମ୍ଭାବନା ରହିଛି । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।

ପ୍ରତିକାର -   ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :