• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।

Libra

ତୁଳା

Wednesday 03 Apr 2024

ଚିତ୍ରା- କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାରେ ସାହସ ଜୁଟିଯିବ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ ।

ସ୍ୱାତୀ- ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ବିଶାଖା- ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ ।
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ ।
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :