• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।

Scorpio

ବିଛା

Wednesday 03 Apr 2024

ବିଶାଖା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି ।

ଅନୁରାଧା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ ।  ଜିବିକା ଅର୍ଜନରେ ସଫଳତା ଲାଭ  ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ  ।

ଜ୍ୟୋଷ୍ଠା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ ।
 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :