• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2023: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଅସୁବିଧାରେ ପଡ଼ିପାରନ୍ତି, ହଠାତ୍‌ ମିଳିପାରେ ସାହାଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି -  ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ  ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ

Aries

ମେଷ

Thursday 03 Aug 2023

ପୂ, ଭାଦ୍ରପଦ- ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ
ଉ, ଭାଦ୍ରପଦ- ବନ୍ଧୁଙ୍କ ପ୍ରାୟୋଜିତ କୌଣସି ଆନୁଷ୍ଠାନିକ କାର‌୍ୟ୍ୟରେ ବ୍ୟସ୍ତ ରହିବେ। ଆଜି ପାଇବେ ଯେତିକି ତା’ଠାରୁ ଅଧିକ କିଛି ହରାଇବାକୁ ପଡ଼ିପାରେ। କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ
ରେବତୀ-  ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ଠିକ୍ ଭାବେ ବୁଝିପାରିବେନି। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇଲେ ମଧ୍ୟ ଆବଶ୍ୟକତା ଅପୂରଣ ରହିବ ନାହିଁ । ଦୂରଯାତ୍ରା କରିବାକୁ ପଡ଼ିପାରେ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :