• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2023: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଅସୁବିଧାରେ ପଡ଼ିପାରନ୍ତି, ହଠାତ୍‌ ମିଳିପାରେ ସାହାଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି -  ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ  ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ

Taurus

ବୃଷ

Thursday 03 Aug 2023

କୃତିକା- ବନ୍ଧୁଙ୍କ ସରଳ କଥାରେ ପ୍ରଭାବିତ ହୋଇ ଅସୁବିଧାରେ ପଡିପାରନ୍ତି । କୌଣସି ବିବାଦୀୟ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।         
ରୋହିଣୀ- ସାମାଜିକ ସ୍ତରରେ ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସମ୍ମାନ ଲାଭ କରିବେ। ପରିବାରରେ ସାଧାରଣ କଥାରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ପୁନଶ୍ଚ ବିଭିନ୍ନ ପ୍ରକାରର ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ।    
ମୃଗଶିରା- କଚେରି ମାମଲା କିମ୍ବା ପାରିବାରିକ ସମସ୍ୟା ବୃଦ୍ଧି ପାଇବା ହେତୁ ବ୍ୟସ୍ତତା ବଢ଼ିଯିବ। ଜମିଜମା, ନିର୍ମାଣ, କାରଖାନା, ହୋଟେଲ, ପ୍ରଭୃତିରୁ ଲାଭବାନ୍ ହେବେ।    

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :