• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2023: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଅସୁବିଧାରେ ପଡ଼ିପାରନ୍ତି, ହଠାତ୍‌ ମିଳିପାରେ ସାହାଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି -  ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ  ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ

Aquarius

କୁମ୍ଭ

Thursday 03 Aug 2023

ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟା ବଢ଼ିଯାଇପାରେ। ନିଜର ଅନ୍ୟମନସ୍କତା ଓ ଭୁଲ୍ ବୁଝାମଣାରୁ ପରିବାରରେ ଅଶାନ୍ତି ଉପୁଜିପାରେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ। 
ଶତଭିଷା- ବ୍ୟବସାୟିକ ଦିଗଟି ବେଶ୍ ଭଲ ରହିବ, କିନ୍ତୁ କଠିନ ଶ୍ରମ କରିବାକୁ ପଡ଼ିପାରେ। ପୁରୁଣା ଗାଡି ବିକିବାରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି
ପୂ,  ଭାଦ୍ରପଦ- କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି। ମୂଲ୍ୟବାନ୍ ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ନିଜର ପ୍ରାଧାନ୍ୟ ହରାଇ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :